ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ ,୧୮।୦୫ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ମୁଦୁଲି ଦ୍ଵାର ନିକଟରେ ଅପରିଷ୍କାର ଦୃଷ୍ଟି ଗୋଚର ହେବାରୁ ବଡ଼ଦେଉଳରେ ବଡ଼ ମହାସ୍ନାନ କରାଯାଇଥିଲା। ଅବକାଶ ଶେଷ ହେବା ପରେ ବଡ଼ ମହାସ୍ନାନ କରାଯାଉଛି । ଯାହାଫଳରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଥିଲା । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!