ଭୁବନେଶ୍ବର,,୨୦।୫: ପିଏମ୍ ଅର୍ଥନୈତିକ ପରାମର୍ଶଦାତା ପରିଷଦ ଟିମଙ୍କ 4 ଦିନିଆ ଓଡ଼ିଶା ଗସ୍ତ । ମଙ୍ଗଳବାରଠୁ 23 ତାରିଖ ଯାଏଁ କେନ୍ଦୁଝର ଜିଲ୍ଲା ଗସ୍ତରେ ଯିବେ ଏହି ଦୁଇ ଜଣିଆ ଟିମ ।କେନ୍ଦୁଝର ଜିଲ୍ଲା ଖଣିଜ ପାଣ୍ଠି ଉପରେ ସମୀକ୍ଷା କରିବା ସହ କେନ୍ଦୁଝର ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବ ଏହି ଟିମ୍ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |