୬ରେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୪।୬: ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ଏହାପରେ ଆହୁରି୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!