ଭୁବନେଶ୍ବର,୫ା୬: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି। ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |