ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍‌ ଫୋର୍ସ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଆଜି ବସିଥିଲା । କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ବସିଥିଲା ସୁରକ୍ଷା ବୈଠକ ।ସ୍ନାନ ପୂର୍ଣ୍ଣିମା ନାଇଁ ପରୀ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ । ୪ ଏସପି ର୍ୟାଙ୍କ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ ।ତେବେ ସ୍ନାନପୂର୍ଣ୍ଣିମା ପାଇଁ ପୁରୀ ସହରକୁ ଜଗିବା ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୪ ଏସ୍‌ପି ର଼୍ୟାଙ୍କର କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ। ଭକ୍ତମାନଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ମୁଖ୍ୟତଃ ଫୋକସ ରହିବ।ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ୍ ବ୍ୟବସ୍ଥା ଉପରେ ପ୍ରଶାସନର ଫୋକସ୍ । ବର୍ତ୍ତମାନଠାରୁ ରଥଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇସାରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!