ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୬ା୬:ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ । ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଲୋକସେବା ଭବନରେ ଅନୁଷ୍ଠିତ  ହେବାକୁ ଥିବା କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ ।  ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ  ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ବସିବ। ଅପରାହ୍ନ ୪ଟାରେ ଲୋକସେବା ଭବନ ତୃତୀୟ ମହଲାର ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବାକୁ ଥିବାବେଳେ ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡ଼ିଛି। ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ଆସନ୍ତା ୧୨ ତାରିଖରେ ହେବାକୁ ଥିବାବେଳେ କିଛି ବଡ଼ ଧରଣର ନିଷ୍ପତ୍ତି ହୋଇପାରେ ବୋଲି କୁହାଯାଉଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ବିଭିନ୍ନ ବିଭାଗର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍‌ରେ ମୋହର ବାଜିବ ବୋଲି ଜଣାପଡ଼ିଛି। ଶୁକ୍ରବାର ସକାଳ ୧୦ଟାରେ ଲୋକସେବା ଭବନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତା କରିବେ। ବିଭିନ୍ନ ବିଭାଗ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିଭଳି ଆଗକୁ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବାକୁ ଥିବାରେ କିଛି ବଡ଼ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ଚର୍ଚ୍ଚା ହେଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!