ମୟୂରଭଞ୍ଜ ,୩୦ା୬: ଶିମିଳିପାଳ ବନ୍ଦ। ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ। ଆଉ ଦେକି ପାରିବେନି ବାଘ, ଭାଲୁ କି ବନ୍ୟଜନ୍ତୁ। ଏମିତିରେ ଏବେ ଗୋଟେ ପରେ ଗୋଟେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ତେଣୁ ବର୍ଷା ଓ ମୌସୁମୀକୁ ନଜରରେ ରଖି ଏହି ନିଷ୍ପତ୍ତି ନିଆଯାଇଛିଯାହା କୁହାଯାଉଛି ଆସନ୍ତାକାଲି ଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ। ହେଲେ କେବେ ଖୋଲିବ ତାହାର କୌଣସି ସୂଚନା ଦିଆଯାଇନାହିଁ। ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହା ବନ୍ଦ ରହିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |