ରଥ ଚକାରେ ଚାପି ହୋଇଗଲେ ଭକ୍ତ

ବିନିକା,୬ା୭: ଆଜି ମହାପ୍ରଭୁଙ୍କ ସୁନାବେଶ। ସୋନପୁର ଜିଲା ବିନିକା ବ୍ଲକ କଂସାରୀପଡ଼ା ବାହୁଡ଼ାଯାତ୍ରାରେ ବଡ଼ ଅଘଟଣ ଘଟିଛି। ରଥ ଚକାରେ ଚାପିହୋଇ ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ନାବାଳକ ଥିବା ଜଣାପଡ଼ିଛି। ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଅନ୍ୟ ଆହତମାନଙ୍କୁ ବିନିକା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।ବିନିକା କଂସାରୀପଡ଼ାରେ ଚାଲିଥିବା ବାହୁଡ଼ାଯାତ୍ରାରେ ଏହି ବଡ଼ ଅଘଟଣ ଘଟିଛି। ୪ଜଣ ନାବାଳକଙ୍କ ସମେତ ୬ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ଥୁବା ଜଣେ ନାବାଳକ ବୁର୍ଲାକୁ ସ୍ଥାନାନ୍ତର ହୋଇଛନ୍ତି। ଅନ୍ୟ ଆହତମାନେ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!