IPS ସ୍ତରରେ ଅଦଳ ବଦଳ

ଭୁବନେଶ୍ବର,୯ା୭: ଆଜି ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍‌ ।ସେହିପରି ଅଖିଳେଶ୍ବର ସିଂ ହେଲେ ସ୍ବତନ୍ତ୍ର ଗୁଇନ୍ଦା ଶାଖା DIG । ଅନ୍ୟପଟେ କେଭି ସିଂ ହେଲେ ଦକ୍ଷିଣ-ପଶ୍ଚିମାଞ୍ଚଳ DIG ।ସଞ୍ଜୀବ ପଣ୍ଡାଙ୍କୁ ଗୁରୁ ଦାୟିତ୍ବ ଦିଆଯାଇଛି । ବର୍ତ୍ତମାନ ସାରା ଦେଶରେ ନକ୍ସଲ ବିରୋଧୀ ଅପରେସନ ଚାଲିଥିବା ବେଳେ ସଞ୍ଜୀବ ପଣ୍ଡାଙ୍କୁ ଏହି ଗୁରୁ ଦାୟିତ୍ବ ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!