ଭୁବନେଶ୍ୱର,୧୩।୭: ଆସନ୍ତାକାଲି ଶ୍ରାବଣର ପ୍ରଥମ ସୋମବାର ସେଥିପାଇଁ ବୋଲ ବମ ହର ହର ବମ ଧ୍ବନୀରେ ପ୍ରକମ୍ପିତ ହେଉଛନ୍ତି କଟକର ଐତିହାସିକ ଗଡ଼ଗଡ଼ିଆ ଘାଟ । ଶ୍ରାବଣ ସୋମବାରରେ ଶିବଙ୍କ ମସ୍ତକରେ ଜଳଲାଗି କରିବା ପାଇଁ ଗଡଗଡ଼ିଆ ଘାଟରେ ଜମିଛି ବୋଲବମ ଭକ୍ତଙ୍କ ଭିଡ଼ । ଗଡ଼ ଗଡ଼ିଆ ନଦୀରୁ କଳସରେ ପାଣି ଉଠାଇ ପୂଜା ଅର୍ଚ୍ଚନା କରି କାନ୍ଧରେ ବାହୁଙ୍ଗି ଧରି କରି ରାଜ୍ୟର ବିଭିନ୍ନ ଶୈବାଳୟ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି କାଉଡିଆ ଭକ୍ତ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |