ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା

ଭୁବନେଶ୍ବର,,୨୮ା୭: ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । 4 କୋଟିର ପୁରସ୍କାର ରାଶି ହେଲା ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ ପୁରସ୍କାର ।  ବିଭିନ୍ନ କାମକୁ ଆଧାର କରି 4 କୋଟି ଟଙ୍କା ଦିଆଯିବ । ପଞ୍ଚାୟତ, ବ୍ଲକ ଓ ଜିଲ୍ଲା ପରିଷଦକୁ ଦିଆଯିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!