ଡାବୁଗାଁ ରେ ନୂତନ ବନାଞ୍ଚଳ ଅଧିକାରୀଙ୍କ ଯୋଗଦାନ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର),,୧୨।୮:-ଡାବୁଗାଁ ବନାଞ୍ଚଳରେ ନୂତନ ବନାଞ୍ଚଳ ଅଧିକାରୀ ଭାବେ ରାମଚନ୍ଦ୍ର ଭତ୍ରା ଯୋଗଦାନ କରିଛନ୍ତି । ପୂର୍ବରୁ ସେ କୋରାପୁଟ ଜିଲ୍ଲା ମୂଖ୍ୟ କାର୍ଯ୍ୟାଳୟ ଏ.ଏସ.ଆଈ ଭବେ କାର୍ଯ୍ୟରତ ଥିଲେ । ଆଗାମୀ ଦିନର ଡାବୁଗାଁ ବନାଞ୍ଚଳ ଅଧୀନରେ ଥିବା ବଣ ଜଙ୍ଗଲ କିପରି ସୁରକ୍ଷିତ ରହିବ ସେଥିପ୍ରତି ଧ୍ୟାନ ଦିଆଜିବ ବୋଲି କହିଥିଲେ । ପୂର୍ବରୁ ଥିବା ଡାବୁଗାଁ ବନାଞ୍ଚଳ ଅଧିକାରୀ ଅସୀତ କୁମାର ସାହୁ ବର୍ତ୍ତମାନ ଝରିଗାଁ ବନାଞ୍ଚଳକୁ ବଦଳି ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!