ଭୁବନେଶ୍ୱର,୧୬।୮: ୧୨ ନୂଆ ଏନଏସି ପାଇଁ ପ୍ରକାଶ ପାଇଲା ଡ୍ରାଫ୍ଟ ନୋଟିସ। ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା। ପାଲଲହଡ଼ା, ବୀରମହାରାଜପୁର, ସିମୁଳିଆ, ବସ୍ତା, ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା, ବିଷମକଟକ, ବାମରା, ରେଙ୍ଗାଲି, ତିହିଡ଼ି, ଧୂଷରୀ ପାଇଁ ଡ୍ରାଫ୍ଟ ନୋଟିସ ଜାରି ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |