ଭୁବନେଶ୍ୱର,୨୦ା୮ଓଡ଼ିଶାରେ ଜାହାଜ ଆଧାରିତ ପର୍ଯ୍ୟଟନକୁ ପ୍ରୋତ୍ସହିତ କରାଯିବ। ୪ଟି କ୍ରୁଜ ସର୍କିଟ କରିବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି।ଭିତରକନିକା, ଯୋବ୍ରା, ଲଳିତଗିରି-ଉଦୟଗିରିରେ ଏହି କ୍ରୁଜ ସର୍କିଟ ହେବ। ବାଲେଶ୍ୱରର ହିଡେନ ବିଚରେ ହେବ ଏହି କ୍ରୁଜ ସର୍କିଟ। ଏନେଇ ରାଜ୍ୟସଭାରେ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |