୨୯ ଅଗଷ୍ଟରେ ରାଜ୍ୟବ୍ୟାପୀ ଛୁଟି

ଭୁବନେଶ୍ୱର,୨୩ା୮ :ଅଗଷ୍ଟ ୨୯ ତାରିଖରେ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଶୁକ୍ରବାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି ।ପ୍ରତିବର୍ଷ ପଶ୍ଚିମ ଓଡ଼ିଶାର ନୂଆଁଖାଇ ପରଦିନ ସରକାରୀ ଛୁଟି ଲାଗି ଦାବି ହୋଇ ଆସୁଥିଲା।୨୭ ତାରିଖରେ ଗଣେଶ ପୂଜା କାରଣରୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ।  ଶୁକ୍ରବାର ଏନେଇ ସରକାରଙ୍କ ରାଜସ୍ବ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜସ୍ବମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏସଂକ୍ରାନ୍ତରେ ବିଭାଗୀୟ ଅତିରିକ୍ତ ସଚିବଙ୍କୁ ପତ୍ର ଲେଖି ଫାଇଲ କାର୍ଯ୍ୟ କରିବାକୁ କହିଛନ୍ତି। ଏ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!