ଭୁବନେଶ୍ୱର,୨୪ା୮: ଭୁବନେଶ୍ୱର ସବୁ ଥାନାରୁ ଜବତ ଅବ୍ୟହୃତ ଓ ଅଚଳ ଗାଡ଼ି ହଟିବ। ଭୁବନେଶ୍ୱର ମହାନଗର ନିଗମ ମେୟର ସୁଲୋଚନା ଦାସ ଏହି ସୂଚନା ଦେଇଛନ୍ତି। ଜବତ ଗାଡ଼ି ପଡ଼ି ରହିବା ଯୋଗୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଗାଡ଼ି ହଟିଲେ ଜାଗା ସଫା ହେବ, ରାଜସ୍ବ ବଢିବ ବୋଲି ସେ କହିଛନ୍ତି। ଏନେଇ ପୋଲିସ କମିଶନରଙ୍କୁ ଭୁବନେଶ୍ୱର ମହାନଗର ନିଗମ ଚିଠି କରିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |