ଭୁବନେଶ୍ୱର,୨୬।୮: ପୁରୁଣା ଗାଡ଼ି ବ୍ୟବହାର ଅବଧି ବଢ଼ାଇଲେ ରାଜ୍ୟ ସରକାର । ଗାଡ଼ି ବ୍ୟବହାର ନିୟମରେ ପରିବର୍ତ୍ତନ କରିଛନ୍ତି ମୋହନ ସରକାର ।୧୫ରୁ ୨୦ ବର୍ଷକୁ ବଢ଼ିଲା ଗାଡ଼ି ବ୍ୟବହାର ସମୟ ସୀମା । ପୂର୍ବରୁ ୧୫ ବର୍ଷ ପୁରୁଣା ଗାଡ଼ି ବ୍ୟବହାରରେ କଟକଣା ଲଗାଇଥିଲା ବିଜେଡି ସରକାର । ଲୋକମାନଙ୍କ ୧୫ ବର୍ଷ ପୁରୁଣା ଗାଡ଼ି ଭଲ କଣ୍ଡିସନରେ ରହିଥିବାବେଳେ ସେଗୁଡ଼ିକୁ ଚଲାଇବାରେ କଟକଣା ଲାଗିଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |