ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର) ,୫।୯:ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ପାଳିତ ହେଲା ଗୁରୁ ଦିବସ। ଏହି ଅବସରରେ ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରୁଥିବା ବେଳେ ଗୁରୁ ମାନେ ମଧ୍ୟ ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନର ଆଲୋକ ଆଡ଼କୁ ନେବା ପାଇଁ ସଂକଳ୍ପବଦ୍ଧ । ଗୁରୁଦିବସ ପାଇଁ ସମସ୍ତ ଶିକ୍ଷା ଅନୁଷ୍ଠାନରେ ଆଜି ଉତ୍ସାହର ମାହୋଲ । ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ଗୁରୁଦିବସ ଭାବେ ପାଳନ କରି ଆସୁଛନ୍ତି ଦେଶବାସୀ । ଏହି ଅବସରରେ ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ମଧ୍ୟ ପାଳିତ ହେଲା ଗୁରୁ ଦିବସ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!