ବାୟୋମେଟ୍ରିକ ଉପସ୍ଥାନ ବାଧ୍ୟତାମୂଳକ

ଭୁବନେଶ୍ୱର,୬ା୯:ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି, ଜିଲ୍ଲା ପରିଷଦ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ୍ ମେସିନ୍। ତୁରନ୍ତ ବାୟୋମେଟ୍ରିକ୍ ଉପସ୍ଥାନ ପ୍ରଣାଳୀ ସ୍ଥାପନ ସହ କାର୍ଯ୍ୟକ୍ଷମ କରିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି ।ବାୟୋମେଟ୍ରିକ୍‌ ଉପସ୍ଥାନ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ପଞ୍ଚାୟତ କର୍ମଚାରୀଙ୍କଠାରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସମାନ ବାୟୋମେଟ୍ରିକ ବ୍ୟବସ୍ଥା କରିଛନ୍ତି ସରକାର। ପଞ୍ଚାୟତ, ବ୍ଲକ କାର୍ଯ୍ୟାଳୟ, ଜିଲାପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍‌ ଲାଗୁ ହେବ। ଖୁବ୍‌ଶୀଘ୍ର୍ର ବାୟୋମେଟ୍ରିକ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!