ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି

ଭୁବନେଶ୍ବର,୭ା୯: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ ।ଆଜି ଭୁବନେଶ୍ବରରେ ପେଟ୍ରୋଲ ଓ ଡିଜେଲ ଦାମ ପରିବର୍ତ୍ତନ ହୋଇଛି । ନୂଆ ତେଲ ଦର ନିର୍ଦ୍ଧାରଣ କରିଛନ୍ତି ତୈଳ କମ୍ପାନୀ । ରବିବାର ଭୁବନେଶ୍ବର ସମେତ ଅନ୍ୟ ସ୍ଥାନମାନଙ୍କରେ ପେଟ୍ରୋଲ ମୂଲ୍ୟ ଓ ଡିଜେଲ ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି ।ତେବେ ଆଜି ରବିବାର ଭୁବନେଶ୍ବରରେ ପେଟ୍ରୋଲ ଦର ଲିଟର ପ୍ରତି ୧୦୧.୧୧ ଟଙ୍କା ରହିଥିବା ବେଳେ ଡିଜେଲ ମୂଲ୍ୟ ରହିଛି ୯୨.୭୪ ଟଙ୍କା ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!