ଆସନ୍ତାକାଲିଠାରୁ ମୌସୁମୀ ଅଧିବେଶନ

ଭୁବନେଶ୍ୱର,୧୭।୯: ଆସନ୍ତା କାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ । ବିଧାନସଭା ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ପୋଲିସ ଡିଜି ।ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।ପୂର୍ବ ଅଧିବେଶନବେଳେ ବିରୋଧୀଙ୍କ ହଟଗୋଳକୁ ନଜରରେ ରଖି ବିଧାନସଭା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି ।ଲୋୟର ପିମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!