କଣ୍ଟାମାଳ, ୧୯ା୯:ଆଜି ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ । କଣ୍ଟାମାଳ ବ୍ଲକ ସଚେତନ ନାଗରିକ ପକ୍ଷରୁ ବନ୍ଦ ଡାକରା । କଣ୍ଟାମାଳ ବ୍ଲକକୁ NAC ଓ ଉପଖଣ୍ଡ ମାନ୍ୟତା ଦାବି । କଣ୍ଟାମାଳ ବ୍ଲକ ରେ ଉପକାରାଗାର ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା ।ବନ୍ଦ ରେ ବିଭିନ୍ନ ସଙ୍ଗଠନ ସାମିଲ। ଓକିଲ ସଂଘ, ବଣିକ ସଂଘ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ କର୍ମଚାରୀ ସଂଘ ସାମିଲ। ବନ୍ଦ ଯୋଗୁଁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |