ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ

ପୁରୀ ,୨୦।୯: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଶେଷ । କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ । ଭୋର ୪ଟାରୁ ଫିଟିବ ଦ୍ବାର । ସେପଟେ ଏମାର ମଠରୁ ମିଳିଥିବା ସମସ୍ତ ରୂପା ଇଟା ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ଆଣିବା ପାଇଁ ଛତିଶା ନିଯୋଗ ପକ୍ଷରୁ ଦିଆଗଲା ପ୍ରସ୍ତାବ । ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହେଉଥିବା ଅଳଙ୍କାରର ଆଉ ଏକ ସେଟ୍ ନିର୍ମାଣ ପାଇଁ ଦିଆଗଲା ପ୍ରସ୍ତାବ । ବୈଠକ ଶେଷ ହେବା ପରେ ଛତିଶା ନିଯୋଗ ପ୍ରତିନିଧି ସୂଚନା ଦେଇଛନ୍ତି ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!