ଭୁବନେଶ୍ୱର,୨୩।୯: ଓଡ଼ିଶା ଆସିବେ ମୋଦି । ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନ ମନ୍ତ୍ରୀ ।୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ ।ଝାରସୁଗୁଡ଼ା ଗସ୍ତରେ ଆସିବେ ପ୍ରଧାନ ମନ୍ତ୍ରୀ । ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଚି ।ଝାରସୁଗୁଡ଼ାରେ ମୋଦି ଦଳୀୟ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |