ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା

ଭୁବନେଶ୍ୱର,୨୪ା୯:  ଦଶହରା ପୂଜାକୁ  ଦୃଷ୍ଟିରେ ରଖି ପୂଜା ପାଇଁ ଆଗୁଆ ମିଳିବ ଦରମା। ପୂଜା ପାଇଁ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା।ସମସ୍ତ ସରକାରୀ କର୍ମଚାରୀଙ୍କୁ ୨୬ ତାରିଖରେ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ଦେବାକୁ ହୋଇଛି ନିର୍ଦ୍ଦେଶ।ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ହେଲା ସ୍ୱତନ୍ତ୍ର ନିର୍ଦ୍ଦୋନାମା।ଆସନ୍ତା ୨୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ରହିବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!