ଶ୍ରୀମନ୍ଦିରର ସୁରକ୍ଷାକୁ RED ZONE ଘୋଷଣା କଲା ଡିଜିସିଏ

ପୁରୀ,୧୧ା୧୦: ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ। ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବା ପାଇଁ ପଦକ୍ଷେପ। ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି l ଏହାର ଅବଧି ତିନିବର୍ଷ ମଧ୍ୟ ରହିଛି। ଅର୍ଥାତ ୨୦୨୮ ସେପ୍ଟେମ୍ବର ୨୫ ତାରିଖରେ ଏହାର ସମୟସୀମା ପୂରଣ ହେବ। ପୁର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ। ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!