ପୁରୀ,୧୫।୧୦:ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୬ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ। ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ। ରାତି ୧୦ଟା ପରେ ସର୍ବସାଧାରଣ ଦର୍ଶନ ସ୍ବାଭାବିକ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି। ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଅପରାହ୍ଣ ପ୍ରାୟ ୬ଟାରୁ ବନକଲାଗି ନୀତି ଆରମ୍ଭ ହେବା ସହ ସର୍ବସାଧାରଣ ବନ୍ଦ ରହିବ।୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |