ଲାଲ୍‌କିଲ୍ଲା ନିକଟରେ ଭୟଙ୍କର ବିସ୍ଫୋରଣ, ୧୦ ଜଣଙ୍କ ମୃତ୍ୟୁ… ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ

ଦିଲ୍ଲୀ ଲାଲ୍‌କିଲ୍ଲା ନିକଟରେ ଏକ କାରରେ ବିସ୍ଫୋରଣ । ଏଥିରେ ୧୦ ଜଣଙ୍କ  ମୃତ୍ୟୁ ହୋଇଛି । ୩୦ଜଣ  ବିସ୍ଫୋରଣରେ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ହସପିଟାଲ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!