ଢେଙ୍କାନାଳ ,,୧୭।୧୧:ଢେଙ୍କାନାଳରେ ୧୨ ଘଣ୍ଟିଆ ବନ୍ଦ ପାଳନ । ଟାଟା ପାୱାରର ମନମୁଖୀ କାର୍ଯ୍ୟ ବିରୋଧରେ ଏହି ବନ୍ଦ ପାଳନ କରାଯାଉଛି । ସକାଳ ୬ରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ବଳବତ୍ତର ରହିବ। ଜିଲ୍ଲା ଓକିଲ ସଂଘର ଆହ୍ବାନ କ୍ରମେ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ଡାକରା ଦିଆଯାଇଛି।ଟାଟା ପାୱାର TPCODLର ମନମୁଖୀ କାର୍ଯ୍ୟ ବିରୁଦ୍ଧରେ ବନ୍ଦ ଡାକରା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |