ବାଲେଶ୍ୱର,୨୦।୧୧: ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍ ନିୟୋଜିତ ହୋଇଛନ୍ତି।ଏଥିରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ରହିଛନ୍ତି। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ ଗଣନାକୁ ନେଇ ପଶୁପ୍ରେମୀଙ୍କ ମଧ୍ୟରେ ଉତ୍ସାହ ପ୍ରକାଶ ପାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |