ଭୁବନେଶ୍ୱର,୨୧।୧୧: ରାଜ୍ୟ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଛି । ୯ଟି ଏଜେଣ୍ଡା ଉପରେ ଆଲୋଚନା ହେବା ନେଇ ସୂଚନା ମିଳିଛି। ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବ। ବୈଠକରେ ପରିବହନ ମମନ୍ତ୍ରୀ , ଗଣଷିକ୍ଷା ମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଛି ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ବୈଠକରେ ୮ରୁ ୯ଟି ପ୍ରସ୍ତାବ ଉପରେ ଆଲୋଚନା ଜାରି ରହିଛି । ଏହାସହ ବିଧାନସଭାରେ ଉପସ୍ଥାପିତ ହେବାକୁ ଥିବା ଅତିରିକ୍ତ ବଜେଟରେ ଲାଗିପାରେ ମୋହର ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |