ଆସନ୍ତା ରବିବାର ଓଡ଼ିଶା ଆସିବେ CJI

ଭୁବନେଶ୍ୱର,୧୨।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଆସନ୍ତା ରବିବାର ଓଡ଼ିଶା ଆସିବେ । CJI ଭାବେ ଶପଥ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ସେ ଓଡିଶା ଆସୁଛନ୍ତି। କଟକ ସହିଦ ଭବନରେ ହେବାକୁ ଥିବା ଆଲୋଚନାଚକ୍ରରେ ସୂର୍ଯ୍ୟକାନ୍ତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!