ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ

ଭୁବନେଶ୍ୱର,୧୦।୧:   ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଛି। କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସ୍କୁଲ କର୍ତ୍ତୃପକ୍ଷ ବୁଝିବେ।ଏନେଇ ସମସ୍ତ DEO ଓ BEO ଙ୍କୁ ଚିଠି ଲେଖିଲା ସ୍କୁଲ ଓ ଗଣଶିକ୍ଷା ବିଭାଗ ।ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!