ଭୁବନେଶ୍ୱର ,୬/୦୩: ଭୁବନେଶ୍ୱରରେ ଅମିତ ଶାହ । ଭୁବନେଶ୍ୱର ବିମାନବନ୍ଦରରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କଟକ ମୁଣ୍ଡଳି CISF କ୍ୟାମ୍ପ ଅଭିମୁଖେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ମୁଣ୍ଡଳିରେ CISF ର 57ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ । କଟକ, ଭୁବନେଶ୍ବର, ପାରାଦୀପରେ ରହିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏହାସହ ମୁଣ୍ଡଳିରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ।ପରେ ପାରାଦୀପରେ IFFCO ସଲଫରିକ ଏସିଡ ପ୍ଲାଣ୍ଟର କରିବେ ଉଦଘାଟନ । କଟକ, ପାରାଦୀପ, ଭୁବନେଶ୍ବରରେ ରହିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ ।ତେବେ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା । ଅମିତ ଶାହଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉପମୁଖ୍ୟମନ୍ତ୍ରୀ କେଭି ସିଂହ ଦେଓ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାର ମଧ୍ୟ ଉପସ୍ଥିତ ଥିଲେ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।ଦିନିକିଆ ଗସ୍ତରେ ଆସିଥିବା ବେଳେ ଅମିତ ଶାହ କଟକ, ପାରାଦୀପ ଓ ଭୁବନେଶ୍ବରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏବେ ସେ କଟକ ମୁଣ୍ଡଳି CISF କ୍ୟାମ୍ପ ଅଭିମୁକେ ଯାତ୍ରା କରୁଛନ୍ତି। CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ପରେ ପାରାଦୀପ ଓ ଭୁବନେଶ୍ବର ଯିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |