ନୂଆଦିଲ୍ଲୀ,୨୪।୩ : ଆଜି ପୁଣି ଖସିଛି ସୁନା ଦର। ଲଗାତାର ତଳମୁହାଁ ହୋଇଛି ସୁନାଦର। ଆଜି ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପିଛା ୨ ହଜାର ୯୪୦ ଟଙ୍କା ଖସିଥିବାବେଳେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପିଛା କମିଛି ୨୭୦୦ ଟଙ୍କା। ଏବେ ୨୨ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ଦର ରହିଛି ୧ ଲକ୍ଷ ୨୮ ହଜାର ୬୫୦ ଟଙ୍କା। ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ୍ ପ୍ରତି ୧ଲକ୍ଷ ୪୦ ହଜାର ୩୫୦ ଟଙ୍କା ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ରେ ଡଲାର ମହଙ୍ଗା ହେବା କାରଣରୁ ନିବେଶକମାନେ ଏବେ ସୁନା ବଦଳରେ ଡଲାରରେ ନିବେଶ କରୁଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |