ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌

ନବରଙ୍ଗପୁର( ମିହିର ଶଙ୍କର ପାତ୍ର) :-ଡାବୁଗାଁ ଥାନା ଭିତରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଘଟଣାରେ କର୍ତ୍ତବ୍ୟରେ ଅବହେଳା ପାଇଁ ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ପୋଲିସ ଷ୍ଟେସନର ଇନସପେକ୍ଟର-ଇନଚାର୍ଜ (ଆଇଆଇସି)ଙ୍କୁ ଏକ ବଡ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ତ୍ତବ୍ୟରେ ଅବହେଳା ପାଇଁ ସସ୍‌ପେଣ୍ଡ୍‌ କଲେ ପୋଲିସ ଡିଜି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!